ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ ଏବେ ଗୁରୁତର ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦ ହଜାର ପାଖାପାଖି ପହଞ୍ଚିଲାଣି। ସୂଚନାଯୋଗ୍ୟ, ଡିସେମ୍ବର ମାସରୁ ଚାଇନାର ଉହାନ ପ୍ରଦେଶରେ ଏହି ଭୟଙ୍କର କରୋନା ଭାଇରସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଧୀରେଧୀରେ ଏହା ଚାଇନାର ବିଭିନ୍ନ ପ୍ରାନ୍ତ ସମେତ ଏକାଧିକ ରାଷ୍ଟ୍ରକୁ ବ୍ୟାପିବା ଆରମ୍ଭ କରିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ଆରମ୍ଭରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ। ଏସବୁ ଭିତରେ ଭାରତରେ ପ୍ରଥମ କରୋନା ଭାଇରସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri