ବେଜିଂ,୨୩ ।୭: ୟୁରୋପ ଓ ବ୍ରିଟେନ ପରେ ଏବେ ଆଗାମୀ ୧୦ ଦିନ ମଧ୍ୟରେ ପୂର୍ବରୁ ପଶ୍ଚିମ ଚାଇନା ପର୍ଯ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି । କିଛି ଉପକୂଳ ଅଞ୍ଚଳରେ ହିଟୱେଭକୁ ନେଇ ପୂର୍ବରୁ ସତର୍କ ସୂଚନା ଜାରି କରାଯାଇଛି । ଚାଇନାର ଏହି ଅଞ୍ଚଳରେ ହୀମନଦୀ ତରଳୁଥିବାରୁ ଏହାକୁ ନେଇ ବି ଚେତାବନୀ ଜାରି କରାଯାଇଛି ।
ଶନିବାର ଚନ୍ଦ୍ର କ୍ୟାଲେଣ୍ଡରରେ ଚାଇନା ପଞ୍ଚାଙ୍ଗରେ ‘ଅଧିକ ଗରମ’ ଦିନ ବୋଲି କୁହାଯାଇଛି ଓ ଅନୁମାନ କରାଯାଇଛି କି ଏହି ଦିନ ଚାଇନାର ଅଧିକାଂଶ ସହରରେ ତାପମାତ୍ରା ବୃଦ୍ଧି ପାଇପାରେ । ରାଷ୍ଟ୍ରୀୟ ପାଣିପାଗ ବିଭାଗ କେନ୍ଦ୍ରର ମୁଖ୍ୟ ଅଧିକାରୀ ଫୁ ଜିୟାଓଲନ କହିଛନ୍ତି ଦେଶର କିଛି ଭାଗରେ ଆସନ୍ତା ୩ ଦିନ ମଧ୍ୟରେ ହିଟୱେଭ ସହ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅବା ଏହାଠାରୁ ଅଧିକ ହୋଇପାରେ ।
ଶୁକ୍ରବାର ଝିଂଜିୟାଙ୍ଗ ଅଞ୍ଚଳର କିଛି ସହରରେ ରେଡ ଆଲର୍ଟ ଜାରି କରାଯିବା ସହ କିଛି କଳ କାରଖାନା ଓ ଫ୍ୟାକ୍ଟ୍ରିକୁ ଚେତାବନୀ ଜାରି କରାଯାଇଥିଲା । ଲୋକେ ଘରେ, ଅଫିସରେ ଓ କାରଖାନାରେ ଏସିର ବ୍ୟବହାର ଅଧିକ କରିବାକୁ ରାଷ୍ଟ୍ରୀୟ ପାୱାର ଗ୍ରୀଡ ଉପରେ ଏହାର ପ୍ରଭାବ ପଡିଛି । କିଛି ଜଙ୍ଗଲରେ ନିକଟରେ ନିଆଁ ଲାଗିଯିବାର ଭୟ ଥିବା ବି କହିଛନ୍ତି ବିଶେଷଜ୍ଞ । ଏପଟେ ହୀମନଦୀ ତରଳୁଥିବାରୁ ଏହା ବି ବିପଦ ସୃଷ୍ଟି କରିପାରେ ।
Posted inHome Left, ଅନ୍ତର୍ଜାତୀୟ View All
ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…
କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ
ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…
ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ
କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…
ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର
ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…
ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…
ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…
ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…
Archives

