ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ

ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା ପରେ ପେଟକୁ ଖାଇବାକୁ ଦିଅ। ବାରମ୍ବାର ସବୁ ଅଫିସକୁ ଯାଇ ଅଭିଯୋଗ କରିଛୁ। ଗୁହାରୀ କରିଛୁ। ହେଲେ କେହି ଶୁଣିଲେ ନାହିଁ। ତେଣୁ ଏବେ ଆଗ ପାଣି ଯୋଗାଅ। ତାପରେ ରାସ୍ତା ଅବରୋଧ ହଟିବ। ଶୁକ୍ରବାର ସମ୍ବଲପୁର ରଘୁନାଥଜୀଉ ମନ୍ଦିର ଛକରେ ପାଣି ପାଇଁ ରାସ୍ତା ଅବରୋଧ କରିଥିବା ମହିଳାମାନେ ପ୍ରଶାସନ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ନିକଟସ୍ଥ ବନ୍ଧପଡା, ତାଲଭଟାପଡା, ବାଲିବନ୍ଧା, କମଲିବଜାର ମହିଳାମାନେ ଗରା, ବାଲଟି ଧରି ରାସ୍ତାକୁ ଓହ୍ଲାଇଥିଲେ। ରାସ୍ତା ଉପରେ ବାଉଁଶ ଦେଇ ଅବରୋଧ କରିଥିଲେ । ଏହି ଖବର ପାଇ ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ଟାଉନଥାନା ଅଧିକାରୀ ରମେଶଚନ୍ଦ୍ର ଡୋରା ପ୍ରମୁଖ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଏବେ ପାଣି ଟାଙ୍କର ଯୋଗାଇ ଦିଆଯିବ। ୭ ଦିନ ଭିତରେ ପାଇପ୍‌ ମରାମତି କରାଯାଇ ନିୟମିତ ପାଣି ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri