ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨ ଦିନିଆ ରିମାଣ୍ଡରେ ନେଇଛି। ସେ କାହାଠୁ କେତେ ଟଙ୍କା ଆଣିଛନ୍ତି, ଏହି ଘଟଣାରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ବିଷୟରେ ପୋଲିସ ଖୋଳତାଡ କରିବ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଚାକିରି କରାଇ ଦେବାକୁ କହି ଫୁଲବାଣୀସ୍ଥିତ ନାରାୟଣୀ ସାହିର ରୋହିତ ଅନେକ ଶିକ୍ଷିତ ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହି ର଼୍ୟାକେଟରେ କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ସମ୍ପୃକ୍ତ ଥିବା ବିଶେଷ ସୂତ୍ରରୁ ଜଣାପଡିଛି। ସୂଚନାଯୋଗ୍ୟ, ରୋହିତ ଚାକିରି କରାଇ ଦେବା ନାମରେ ଟଙ୍କା ଠକି ନେଇଥିବା ନେଇ ୧୭ ତାରିଖରେ କିଛି ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ୧୪୯/୧୯ରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?