ଚାରା ଲାଗାଇ ପାଳିଲେ ଜାତୀୟ ଦିବସ

ରାସୋଳ, ୧୫।୮(ଡି.ଏନ୍‌.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ ଦିବସକୁ ପାଳନ କରିଛି ଢେଙ୍କାନାଳ ରାସୋଳ ପଞ୍ଚାୟତ ଅନ୍ତର୍ଗତ ପର୍ଶୁରାମପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର। ଶିକ୍ଷାନୁଷ୍ଠାନର ରଜତ ଜୟନ୍ତୀ ସମାରୋହ ଉପଲକ୍ଷେ ଛାତ୍ରୀଛାତ୍ରମାନେ ଚାରାରୋପଣ କରି ପରିବେଶକୁ ସବୁଜ ଶ୍ୟାମଳ କରିବାକୁ ନେଇଛନ୍ତି ସଂକଳ୍ପ।
ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟିକା ସୀମାରାଣୀ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ରାସୋଳ ଥାନା ପରିସରରେ ଗଛ ଲଗାଇଥିଲେ। ବିଦ୍ୟାଳୟ ପରିସରରେ ମଧ୍ୟ ବନୀକରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶିଶୁ ମନ୍ଦିରର ସମସ୍ତ କର୍ମଚାରୀ, ଛାତ୍ରୀଛାତ୍ର ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri