Posted inବରଗଡ଼

ଚାଲି ଚାଲି ଢେଙ୍କାନାଳରୁ ଛତିଶଗଡ଼ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ସରଣ୍ଡା,୮।୫(ଡି.ଏନ.ଏ)-ଛତିଶଗଡ଼ରୁ ଢେଙ୍କାନାଳ ଜିଲାକୁ ଦାଦନ ଖଟିବା ପାଇଁ ଆସିଥିବା ପ୍ରବାସୀ ଶ୍ରମିକମାନେ ଚାଲି ଚାଲି ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ସେମାନେ ନିଜ ପିଲା ଛୁଆଙ୍କୁ ଧରି ଅତାବିରା ଅତିକ୍ରମ କରିଛନ୍ତି। ସେମାନଙ୍କ ମଧ୍ୟରେ ୭ପୁରୁଷ, ୪ମହିଳା ଏବଂ ୨ଜଣ ଶିଶୁ ରହିଛନ୍ତି।
ସୂଚନାଯୋଗ୍ୟ, ଛତିଶଗଡ଼ ରାଜ୍ୟ ଜାଞ୍ଜଗିର ଚାମ୍ପା ନିକଟ କନ୍ଦକେର ଗ୍ରାମର ଏହି ଶ୍ରମିକମାନେ ଗତ କିଛିମାସ ତଳୁ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗୁଣ୍ଡେଇ ଗ୍ରାମକୁ ଦାଦନ ଖଟିବାକୁ ଯାଇଥିଲେ। ତେବେ ଲକ୍‌ଡାଉନ୍‌ କଟକଣା ଯୋଗୁ ସେମାନଙ୍କ କାମଧନ୍ଦା ବନ୍ଦ ହୋଇଯାଇଥିଲା। ଫଳରେ ସେମାନେ ଘରକୁ ଫେରିବାକୁ ଚାହିଁଥିଲେ। ଗାଡ଼ି, ମଟର ଚାଲୁ ନ ଥିବା ଯୋଗୁ ଶେଷରେ ବାଧ୍ୟ ହୋଇ ଚାଲିଚାଲି ଘରକୁ ଫେରୁଥିବା ଶ୍ରମିକମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri