ଚାଲି ଚାଲି ଯାଅନି, ନିକଟସ୍ଥ ଥାନାକୁ ଜଣାଅ: ଡିଜିପି

ଭୁବନେଶ୍ୱର,୧୫।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ଦେଶରେ ଲକଡାଉନ ଜାରି ରହିଛି। ଏପରିସ୍ଥିତିରେ ସାରା ଦେଶରେ ବହୁ ଶ୍ରମିକ ଚାଲିଚାଲି ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଚାଲିଚାଲି ଯାଉଥିବା ଦେଖିବାକୁ ମିଳୁଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ଓଡ଼ିଶା ମାଟିରେ ଆଉ କେହି ଶ୍ରମିକ ଚାଲି ଚାଲି ଯିବେ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି।
ଏ ସମ୍ପର୍କରେ ସୂଚନା ଦେଇ ପୋଲିସ ଡିଜିପି କହିଛନ୍ତି, କୌଣସି ଶ୍ରମିକ ଓଡ଼ିଶା ମାଟିରେ ଆଉ ଚାଲିଚାଲି ଯିବେ ନାହିଁ। ସେମାନେ ଚାଲିଚାଲି ନ ଯାଇ ନିକଟସ୍ଥ ଥାନାକୁ ଜଣାନ୍ତୁ। ପରେ ସରକାର ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଇବାର ବ୍ୟବସ୍ଥା କରିବେ। ସେହିପରି ଅନ୍ୟ ରାଜ୍ୟକୁ ଯିବାକୁ ଚାହୁଁଥିବା ଶ୍ରମିକମାନଙ୍କୁ ନିଜ ରାଜ୍ୟ ସୀମାରେ ଛାଡ଼ିବାର ବନ୍ଦୋବସ୍ତ କରାଯିବ। ଏ ସମସ୍ତ ପରିବହନ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିୁ ଖର୍ଚ୍ଚ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri