ଚାଲିଚାଲି ଗ୍ରାମକୁ ଫେରୁଛନ୍ତି ଶହ ଶହ ଶ୍ରମିକ

ଠାକୁରମୁଣ୍ଡା,୩୦।୩(ଡି.ଏନ୍‌.ଏ.): ରାଜ୍ୟର ବିଭିନ୍ନ ସ୍ଥାନକୁ ଶ୍ରମିକ ଭାବରେ କାମ କରିବାକୁ ଯାଇଥିବା ଲୋକେ ଏବେ ଚାଲି ଚାଲି ଘରକୁ ଫେରୁଥିବାର ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ସମେତ ସୀମାନ୍ତ କେନ୍ଦୁଝର ଜିଲା ଗୟଳମୁଣ୍ଡା ମୋନହୋରପୁର,ପଣସଡିହା ପଞ୍ଚାୟତରୁ ଯାଇ କଟକ, ପୁରୀ, ଯାଜପୁର, ଭଦ୍ରକ ଜିଲାରେ କାମ କରୁଥିବା ଶ୍ରମିକମାନଙ୍କର ଲକ୍‌ଡାଉନ୍‌ ପରେ କାମଧନ୍ଦା ବନ୍ଦ ହୋଇଯିବାରୁ ଘରକୁ ଫେରିଆସୁଛନ୍ତି। ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ପିଲାଛୁଆ ଧରି ଆସବାବପତ୍ର ମୁଣ୍ଡାଇ ରାସ୍ତାରେ ଚାଲିଚାଲି ଘରମୁହଁା ହୋଇଛନ୍ତି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା କରଞ୍ଜିଆ ବ୍ଲକ କେନ୍ଦୁମୁଣ୍ଡି ଅଞ୍ଚଳର ପିଲାଛୁଆ ମିଶାଇ ୩୫ ଜଣ ଚାଲି ଚାଲି ୧୫୦ କିମି ଆସି ଆନନ୍ଦପୁର ନିକଟ ବାଙ୍କିଡ଼ିରେ ଆଶ୍ରୟ ନେଇଥିବା ବେଳେ ରବିବାର ଆନନ୍ଦପୁର ପ୍ରଶାସନ ସେମାନଙ୍କୁ ଗାଡ଼ି ଯୋଗେ ଆଣି ଠାକୁରମୁଣ୍ଡାଠାରେ ଛାଡ଼ିଥିଲା। ପରେ ସେମାନେ ଘରକୁ ଯାଇଥିଲେ। ସେହିପରି ଯାଜପୁର ଜିଲା ଅଦମପୁର ଅଞ୍ଚଳରେ ବାଦାମ ଚାଷରେ ନିୟୋଜିତ ଥିବା ସୀମାନ୍ତ ଗୟଳମୁଣ୍ଡା ଗ୍ରାମପଞ୍ଚାୟତର ୨୦ଜଣ ପୁରୁଷ,୩୦ ଜଣ ମହିଳା,୧୫ଜଣ ପିଲାଙ୍କୁ ମିଶାଇ ୬୫ ଜଣ ଶ୍ରମିକ ସୋମବାର ୧୦୦ କିମିରୁ ଊଦ୍ଧର୍‌ବ ରାସ୍ତା ଦିନ ରାତି ଚାଲି ଚାଲି ଆସି ଘରେ ପହଞ୍ଚିବା ଥିବା ଜଣାଯାଇଛି। ଶହ ଶହ ସଂଖ୍ୟାରେ ଶ୍ରମିକ ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତାରେ ଚାଲି ଚାଲି ଘରକୁ ଫେରୁଥିବାର ଦେଖିବାକୁ ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?