ଚାଲିଚାଲି ଚେନ୍ନାଇରୁ ଫେରିଲେ ୧୦ ଶ୍ରମିକ

ଶେରଗଡ,୨୯ା୪(ଡି.ଏନ୍‌.ଏ.)- ଚେନ୍ନାଇରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ୧୦ ଜଣ ଲକ୍‌ଡାଉନ ପରେ ସେଠାରେ ଫସି ରହିଥିଲେ। କାମଧନ୍ଦା ବନ୍ଦ ପରେ ଖାଇବାକୁ ବହୁ ଅସୁବିଧା ହେବାରୁ ଶେଷରେ ଚାଲିଚାଲି ଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ୧୨ଦିନ ତଳେ ଚେନ୍ନାଇରୁ ଘର ଅଭିମୁଖେ ବାହାରିଥିଲେ। ଦୀର୍ଘ ୧୧ଶହ କିଲୋମିଟର ଚାଲି ମଙ୍ଗଳବାର ସମସ୍ତ ୧୦ ଶ୍ରମିକ ଗଁାରେ ପହଞ୍ଚତ୍ଛନ୍ତି। ବାଟରେ ହାଇଦ୍ରାବାଦ ପୋଲିସ ୨ଦିନ ଅଟକାଇବା ପରେ ଛାଡିଦେଇଥିଲେ ବୋଲି ସେମାନେ କହିଛନ୍ତି। ଗଁାରେ ପହଞ୍ଚତ୍ବାପରେ ସେମାନଙ୍କୁ ନରେନ୍ଦ୍ରପୁର ହାଇସ୍କୁଲ ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri