ଚାଷଜମିରେ ମାଟି ଦବି ବିରାଟ ଗର୍ତ୍ତ: ଲୋକେ ଆତଙ୍କିତ

ତାଳଚେର,୧୫।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ପୌରପରିଷଦ ୧୮ନଂ. ୱାର୍ଡ ଦେଉଳବେଡ଼ା ତେଲିସାହି ଅକ୍ଷୟ କୁମାର ସାହୁଙ୍କ ଚାଷଜମିରେ ମାଟି ଦବି ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି । ୨୦ଫୁଟ ଗୋଲେଇ ୧୦/୧୫ ଫୁଟ ଗଭୀରରେ ଏହି ଗର୍ତ୍ତ ହୋଇଥିବା ଜଣାପଡ଼ିଛି । ଚାଷଜମିରୁ ପାଣି ଯାଇ ଉକ୍ତ ଗର୍ତ୍ତରେ ପଡ଼ିବାରୁ ଏହାର ଆକାର ବଢ଼ିବାରେ ଲାଗିଛି । କ୍ରମଶଃ ତଳକୁ ମାଟି ଦବିବାରେ ଲାଗିଛି । ଏ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇଥିବା ବେଳେ କୋଇଲାଖଣିରେ ଠିକ୍‌ ଭାବରେ ବାଲି ଭର୍ତ୍ତି କରାଯାଇ ନ ଥିବାରୁ ଏଭଳି ଘଟିଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ

କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…

‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…

ବିକ୍ରି ହେବ ଏହି ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ ଗ୍ରାହକଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୨୭।୧୦: ଆଜିକାଲି ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକର ଅଂଶଧନ କିଣିବା ଏବଂ ଅଧିଗ୍ରହଣ (Acquisition)କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ବନ୍ଧନ ବ୍ୟାଙ୍କ (Bandhan Bank)କୁ…

ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍‌ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…

ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…

ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

Featured Video Play Icon

ବିଶେଷଜ୍ଞଙ୍କ ଭୟଙ୍କର ଆକଳନ! ଆଜି ମଧ୍ୟରାତ୍ରିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୨୨ କିମି ବେଗରେ ପଶ୍ଚିମ ଦିଗକୁ ଗତି କରୁଛି । ବିଶାଖାପାଟଣାଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?