ଚାଷୀ ବୈଠକରେ ନିଷ୍ପତ୍ତି: ଟୋକନ ବ୍ୟବସ୍ଥା ଉଚ୍ଛେଦ ନ ହେଲେ ଧାନବିକ୍ରି ବନ୍ଦ

ବେଗୁନିଆପଡ଼ା,୨୬ା୧୧(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକ ସେବା ସମବାୟ ସମିତିରେ ମଙ୍ଗଳବାର ଧାନକ୍ରୟ ନିମନ୍ତେ ଏକ ଚାଷୀ ସଚେତନ ବୈଠକ ସମିତି ସଭାପତି ରବିନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ବୁଲା ଡାକୁଆ ଯୋଗଦେଇ ଚଳିତବର୍ଷ ଧାନକ୍ରୟ ସମ୍ପର୍କରେ ସରକାରଙ୍କ ନିୟମାବଳୀ ବିଷୟରେ ଆଲୋଚନା କରିଥିଲେ। ନୂତନ ଟୋକନ ବ୍ୟବସ୍ଥା ସମ୍ପର୍କରେ ଜାଣିବା ପରେ ଚାଷୀମାନେ ବିଭିନ୍ନ ଅଭିଯୋଗ କରିଥିଲେ। ଏହି ବ୍ୟବସ୍ଥା ପ୍ରତ୍ୟାହାର ନକଲେ ଧାନ ବିକ୍ରି କରିବୁ ନାହିଁ ବୋଲି ସମୁହ ଚାଷୀ ଦାବି କରିଥିଲେ। ଏଥିରେ ଜିଲା ଚାଷୀ କମିଟି ଉପସଭାପତି ରଙ୍କନାଥ ସ୍ବାଇଁ, ସେବା ସମବାୟ ସମିତିର ଚାଷୀ ସଦସ୍ୟ ମୁକୁନ୍ଦ ମାଧବ ସ୍ବାଇଁ, ଦେବରାଜ ଭୂୟଁା, କୃଷ୍ଣ ଚନ୍ଦ୍ର ମହାନ୍ତିଙ୍କ ସମେତ ବହୁ ଚାଷୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri