ଚାଷୀଙ୍କ ଦାବି: ପଞ୍ଜିକରଣ ସମୟ ବଢୁ

ଜୟପୁର,୪।୪ (ଡି.ଏନ୍.ଏ.): ଆସନ୍ତା ରବି ଚାଷ ପାଇଁ ଚାଷୀଙ୍କ ପଞ୍ଜିକରଣ ସମୟ ସୀମା ବୃଦ୍ଧି କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଇଛି କୋରାପୁଟ ଜିଲା କୃଷକ କଲ୍ୟାଣ ମଞ୍ଚ। କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୭ ତାରିଖ ଚାଷୀ ପଞ୍ଜିକରଣର ଅନ୍ତିମ ଦିବସ ରହିଛି। କିନ୍ତୁ ସାରା ଦେଶରେ ବର୍ତ୍ତମାନ କରୋନା ଭୁତାଣୁ ସଂକ୍ରମଣ ରୋକିବା ପାଇଁ ଯେଉଁ ଲକ୍ ଡାଉନ ଚାଲିଛି, ଚାଷୀମାନେ ଘରୁ ବାହାରିବାକୁ ଉଚିତ ଭାବୁନାହାନ୍ତି। ପଞ୍ଜିକରଣ କେନ୍ଦ୍ରରେ ଭିଡ଼ ଆଶଙ୍କା କରି ସଚେତନ ଚାଷୀମାନେ ସେଠାକୁ ଯିବା ପାଇଁ ଭୟ କରୁଛନ୍ତି। ତେଣୁ ତୁରନ୍ତ ପଞ୍ଜିକରଣର ସମୟସୀମା ବୃଦ୍ଧି କରିବା ପାଇଁ ଦାବି କରିଛନ୍ତି ମଞ୍ଚର ସମ୍ପଦକ ନରେନ୍ଦ୍ର ପ୍ରଧାନ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri