ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ବଳବତ୍ତର ଥିବାରୁ ଚାଷୀଙ୍କ ନାମ ପଞ୍ଜୀକରଣକୁ ସୁଗମ କରିବା ଲାଗି ସମୟସୀମା ମେ ୭ରୁ ଜୁଲାଇ ୩୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ସେ କହିଛନ୍ତି ଯେ, ପ୍ରକୃତ ଚାଷୀଙ୍କୁ ଚିହ୍ନଟକରି ସେମାନଙ୍କ ନାମ ପଞ୍ଜୀକରଣ କରାଯିବ। ଚିହ୍ନଟ ଓ ପଞ୍ଜୀକରଣ ନିମନ୍ତେ ଆଧାର କାର୍ଡ କିମ୍ବା ବ୍ୟାଙ୍କ ପାସ୍‌ ବୁକ୍‌ର ପ୍ରଥମ ପୃଷ୍ଠା, ଚାଷଜମିର ଦଲିଲ ଏବଂ ଜମି ପରିମାଣ ଭଳି ପରିଚୟପତ୍ର ଦରକାର। ପଞ୍ଜୀକରଣ ନିମନ୍ତେ ସମବାୟ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମେ ୭ରୁ ମାର୍କଫେଡ୍‌ ଦ୍ବାରା ସରକାରଙ୍କ ମୂଲ୍ୟ ସହାୟକ ଯୋଜନା (ପିଏସ୍‌ଏସ୍‌) ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟରେ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରାଯିବ। ନାଫେଡ୍‌ ପକ୍ଷରୁ ମାର୍କଫେଡ୍‌ ବିଭିନ୍ନ ପ୍ୟାକ୍ସ, ଲ୍ୟାମ୍ପସ୍‌, ନିୟନ୍ତ୍ରିତ ବଜାର କମିଟି ଜରିଆରେ ଏହାକୁ ସଂଗ୍ରହ କରିବ। ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ଗୁରୁବାରରୁ ଆରମ୍ଭହୋଇ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିକ ଉତ୍ପାଦନ ହେଉଥିବା ୧୬ ଜିଲାରେ ପଞ୍ଜୀକୃତ ଚାଷୀଙ୍କଠାରୁ ଡାଲି, ତୈଳ ବୀଜ ସଂଗ୍ରହ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?