ଚାଷୀଙ୍କ ସମସ୍ୟା ସମାଧାନ ଦାବି: ଗଞ୍ଜାମ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୧୦।୬(ଡି.ଏନ୍‌.ଏ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ବୁଧବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମୁଖ୍ୟ ଦାବି ଗୁଡିକ ମଧ୍ୟରେ ଗତ ଖରିଫ ଋତୁରେ ପଞ୍ଜୀକୃତ ଚାଷୀଙ୍କ ଠାରୁ କିଣାଯାଇ ନଥିବା ଧାନ କିଣିବା, ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ଘର ଓ କ୍ଷତିପୂରଣ ପ୍ରଦାନ, ଚାଷୀଙ୍କର ସମସ୍ତ ଉପତ୍ାଦକୁ କିଣିବା, ରିଲିଫ୍‌ କୋଡ୍‌ରେ ସଂଶୋଧନ କରି କ୍ଷତିପୂରଣ ପ୍ରଦାନ, କରୋନା ପାଇଁ ଘୋଷିତ ଅର୍ଥକୁ ଠିକ୍‌ ଭାବେ ଚାଷୀଙ୍କୁ ବଣ୍ଟନ ଆଦି ରହିଛି। ସଙ୍ଗଠନର ଇଜୁ ଆମିନ୍‌ ଖାନ୍‌, ଡି ରାମସ୍ବାମୀ ରେଡ୍ଡୀ, ରମେଶ ଚନ୍ଦ୍ର କର, କାଳୁ ଚରଣ ନାୟକ, ଜଗନ୍ନାଥ ପ୍ରଧାନ, ସୌଭାଗ୍ୟ ସାସମଲ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri