ଚାହିଦା ପୂରଣ ଲାଗି ହୋଣ୍ଡା ଟୁ-ହ୍ବିଲର୍ସର ଉଦ୍ୟମ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଲାଗି ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ ହେଉଥିବାରୁ ସରକାର କିଛି କିଛି କ୍ଷେତ୍ରକୁ ଆର୍ଥତ୍କ କାର୍ଯ୍ୟକଳାପ ଲାଗି ଅନୁମତି ଦେଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପୁନର୍ବାର ତା’ର ଉପତ୍ାଦନ ଆରମ୍ଭ କରିବ ବୋଲି ସୂଚନା ଦେଇଛି। କମ୍ପାନୀର ୪ଟି ଯାକ କାରଖାନା ୨ଟି ପର୍ଯ୍ୟାୟରେ ସରକାରୀ କଟକଣା ଓ ସାମାଜିକ ଦୂରତା ଅନୁସାରେ ଉପତ୍ାଦନ ଆରମ୍ଭ କରିବ। ଗ୍ରାହକଙ୍କ ଚାହିଦା ଏବଂ ଯୋଗାଣ ଶୃଙ୍ଖଳକୁ ନଜରରେ ରଖି ହୋଣ୍ଡା ଏହାର ଉପତ୍ାଦନ ଯୋଜନା ପ୍ରସ୍ତୁତ କରିଛି ବୋଲି କହିଛି। କର୍ନାଟକର ନର୍ସାପୁରାଠାରେ ଥିବା କମ୍ପାନୀର ସର୍ବବୃହତ୍‌ କାରଖାନା ମେ ୨୫ରୁ ଉପତ୍ାଦନ ଆରମ୍ଭ କରିବ। ସେହିପରି ଅନ୍ୟ ୩ଟି କାରଖାନାରେ ଜୁନ୍‌ ପ୍ରଥମ ସପ୍ତାହରୁ ଉପତ୍ାଦନ ଆରମ୍ଭ କରାଯିବ। ଯୋଗାଣକାରୀ ସଂସ୍ଥା ସେମାନଙ୍କ କାରଖାନା ଚାଲୁ କରିବା ଲାଗି ଆବଶ୍ୟକ ଅନୁମତି ହାସଲ କରିଛନ୍ତି। ବଜାର ଚାହିଦା ଅନୁସାରେ ହୋଣ୍ଡାର୬୦%ରୁ ଊର୍ଦ୍ଧ୍ୱ ଡିଲରଶିପ ମଧ୍ୟ ସେମାନଙ୍କ ବିକ୍ରି ଓ ସର୍ଭିସ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି। ହୋଣ୍ଡା ବଜାରର ଚାହିଦା ଅନୁସାରେ ଯୋଗାଣରେ ବୃଦ୍ଧି ଆଣୁଛି । ହୋଣ୍ଡା ନେଟ୍‌ଓ୍ବାର୍କରେ ବିଏସ୍‌-୬ ଗାଡ଼ି ବଜାରରେ ଉପଲବ୍ଧ କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri