ଚାହୁଁଛନ୍ତି କି ଉଜ୍ଜ୍ୱଳ ତ୍ୱଚା: ତରଭୁଜ, କଦଳୀ ଲଗାଇ ବଢ଼ାନ୍ତୁ ମୁଁହର ସୌନ୍ଦର୍ଯ୍ୟ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ଏଥିରେ ଥିବା ପୋଷକତତ୍ୱ ଶରୀରକୁ ସୁସ୍ଥ ରଖିବା ସହିତ ଶକ୍ତି ଯୋଗାଇଥାଏ। ଏହା ଶରୀରରେ ଜଳୀୟଅଂଶର ମାତ୍ରା ବଢ଼ାଇବା ସହିତ ତ୍ୱଚାକୁ ମଧ୍ୟ ଉଜ୍ଜ୍ୱଳ ରଖିଥାଏ। ଏଥିସହ ଖରା ଯୋଗୁ ଉପୁଜୁଥିବା ଚର୍ମ ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ। ତେବେ ମୁହଁର ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ ନିମ୍ନଲିଖିତ ଉପାୟ ଅବଲମ୍ବନ କରିପାରିବେ।

ତରଭୁଜ-କଦଳୀ ଫେସ୍‌ପ୍ୟାକ୍‌
ଏହି ପ୍ୟାକକୁ ପ୍ରସ୍ତୁତ କରିବା ପାଇଁ କଦଳୀକୁ ଚକଟି ସେଥିରେ ତରଭୁଜ ରସ ମିଶାନ୍ତୁ । ଏହାକୁ ଲଗାଇ ୨୦ ମିନିଟ୍‌ ପରେ ଥଣ୍ଡା ପାଣିରେ ମୁହଁ ଧୋଇ ଦିଅନ୍ତୁ। ଏହାକୁ ସପ୍ତାହରେ ୨ କିମ୍ବା ୩ ଥର ଲଗାଇବା ଫଳରେ ମୁହଁରୁ ଦାଗ ଲିଭିବା ସହିତ ଗୋରା ଦେଖାଯାଇଥାଏ।

ତରଭୁଜ – କ୍ଷୀର ଫସ୍‌ପ୍ୟାକ୍‌
କ୍ଷୀର ସବୁ ସମୟରେ ତ୍ୱଚା ପାଇଁ ଲାଭ ଦାୟକ ହୋଇଥାଏ। ତରଭୁଜରେ କ୍ଷୀର ମିଶାଇ ଏହାର ମିଶ୍ରଣକୁ ବ୍ୟବହରେ କରନ୍ତୁ। ମୁହଁ ଉଜ୍ଜ୍ୱଳ ଦେଖାଯିବ। ଗରମ ଜନିତ ତ୍ୱଚା ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

ଖାଲି ତରଭୁଜ ରସକୁ ମଧ୍ୟ ମୁହଁରେ ମାରି ୨୦ ମିନିଟ୍‌ ପରେ ଧୋଇ ଦିଅନ୍ତୁ।

ମୁହଁକୁ ସ୍କ୍ରବ କରିବା ପାଇଁ ମଧ୍ୟ ତରଭୁଜ ରସରେ ବେସନ ମିଶାଇ ସ୍କ୍ରବ କରନ୍ତୁ। ମୁହଁ ଚିକ୍କଣ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri