ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀରେ ଭାଜପା ଏବଂ ବିଜେଡି ମଧ୍ୟରେ କଡା ଟକ୍କର ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡିର ଉଷା ଦେବୀ ୨୩୩୩ ଭୋଟ ପାଇଥିବା ବେଳେ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରା ୨୪୬୩ ଖଣ୍ଡ ଭୋଟ ପାଇ ଆଗୁଆ ରହିଥିଲେ। ହେଲେ ଦ୍ୱିତୀୟ ରାଉଣ୍ଡରେ ଉଷା ଦେବୀ ୨୨୭୮ଖଣ୍ଡ ଭୋଟ ପାଇଥିବା ବେଳେ ମନୋରଞ୍ଜନଙ୍କୁ ମିଳିଥିଲା ୧୭୩୯ ଖଣ୍ଡ ଭୋଟ। ଦୁଇ ରାଉଣ୍ଡ ସୁଦ୍ଧା ବିଜେ ୪୬୧୧ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାକୁ ୪୨୦୨ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ସୁବାସ ରାଉତ ପ୍ରଥମ ରାଉଣ୍ଡରେ ୧୯୫ ଏବଂ ଦ୍ୱିତୀୟ ରାଉଣ୍ଡରେ ୧୨୮ ଭାବେ ମୋଟ ୩୨୩ ଖଣ୍ଡ ଭୋଟ ପାଇଛନ୍ତି।
କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ
ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…
ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…
ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…
୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…
ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…
‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା
ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…
ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ
ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…
ନେଇଥିଲେ ଅବସର: ବିଶ୍ୱକପ୍ ପାଇଁ ପୁଣି ଫେରିଲେ ଏହି ଖେଳାଳି
ବର୍ଲିନ,୨୧ା୫: ବିଶ୍ୱକପ୍ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…
ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି
ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…
IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ
ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…
Archives

