ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ଜିଲା ପ୍ରଶାସନର ସହାୟତା ଲୋଡ଼ିଲେ ବାପା

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି ୩ ପଞ୍ଚାୟତ ଏମ୍‌ଭି ୧୦୪ ଗ୍ରାମରେ ୪ ବର୍ଷ ପୂର୍ବେ ଅର୍ଜୁନ କୀର୍ତ୍ତନିଆ ଓ ସ୍ତ୍ରୀ ମାଧୁରୀଙ୍କର ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। କିଛି ଦିନ ମଧ୍ୟରେ ସେମାନେ ଝିଅ ବ୍ୟୁଟି ମଧ୍ୟରେ ପରିବର୍ତ୍ତନ ଦେଖିବାକୁ ପାଇଲେ। ବ୍ୟୁଟି ମାନସିକ ବିକାରଗସ୍ତ ଥିବା ମା’ବାପା ଜାଣିବାକୁ ପାଇଥିଲେ। ବାପା ଅର୍ଜୁନ ଜଣେ ଦିନ ମଜୁରିଆ ହୋଇଥିବା ବେଳେ ଧାରକରଜ କରି ବୁର୍ଲା ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ କୌଣସି ସୁଫଳ ମିଳିଲା ନାହିଁ। ଝିଅକୁ କଟକ ବଡ଼ ମେଡିକାଲ ନିଆଗଲେ କିଛି ପରିବର୍ତ୍ତନ ଆସିପାରେ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଥିବା ପରିବାର ଲୋକେ କହିଛନ୍ତି। ବ୍ୟୁଟି ଠିକ୍‌ ଭାବେ ଚାଲିପାରୁ ନ ଥିବା ବେଳେ ବସି ମଧ୍ୟ ପାରୁ ନାହିଁ। ଠିକ୍‌ରେ ଖାଦ୍ୟ ଖାଉ ନ ଥିବାରୁ ତା’ର ଝାଡା ହେଉ ନ ଥିବା ମା’ବାପା କହିଛନ୍ତି। ଅର୍ଥ ଅଭାବ ଯୋଗୁ ତା’ର ଚିକତ୍ସା ହୋଇପାରୁ ନାହିଁ। ଏ ନେଇ ଜିଲା ପ୍ରଶାସନ ସହାୟତା କଲେ ବ୍ୟୁଟିର ଚିକିତ୍ସା ହୋଇପାରିବ ବୋଲି ବାପା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri