ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪
ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର ଧରିତ୍ରୀରେ ଝିଅର ଚିକିତ୍ସାରେ ଅର୍ଥ ବାଧକ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ରୁନିଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ବରଗଡ଼ ଜିଲା ପାଇକମାଳ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର ବିଭାଗ ଏବଂ ବରଗଡ଼ ଜିଲାପାଳଙ୍କୁ ଟୁଇଟ୍‌ କରି ଅନୁରୋଧ କରିଛନ୍ତି। ଖବର ଲେଖାହେବା ସୁଦ୍ଧା (ରାତ୍ରି ସାଢ଼େ ୭ଟା)ରେ ପ୍ରଶାସନିକ ଅଧିକାରୀମାନେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ଚିକିତ୍ସାଧୀନ ରୁନି ଓ ତାଙ୍କ ପରିବାରବର୍ଗଙ୍କୁ ଭେଟି ସମସ୍ୟା ଉପରେ ପଚରାଉଚୁରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri