ଚିକିତ୍ସାରେ ତ୍ରୁଟି ଯୋଗୁ ପ୍ରତିବର୍ଷ ଯାଉଛି ୨୬ ଲକ୍ଷରୁ ଅଧିକ ଜୀବନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୨୮।୯: ପ୍ରତିବର୍ଷ ଚିକିତ୍ସାରେ ତ୍ରୁଟି ଯୋଗୁ ୨୬ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ପ୍ରତିବର୍ଷ ପୃଥିବୀର ୧୩ କୋଟି ୮୦ ଲକ୍ଷରୁ ଅଧିକ ଲୋକ ଚିକିତ୍ସାରେ ତ୍ରୁଟି ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ପଡୁଛନ୍ତି। ରୋଗ ଚିହ୍ନଟରେ ଭୁଲ୍‌, ଆବଶ୍ୟକ ଔଷଧ ଦେବାରେ ଅବହେଳା ଏବଂ ଔଷଧର ଅନାବଶ୍ୟକ ବ୍ୟବହାର ଦ୍ୱାରା ଏଭଳି ସ୍ଥିତି ସୃଷ୍ଟି ହେଉଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ବିକଶିତ ରାଷ୍ଟ୍ରରେ ପ୍ରତି ୧୦ ଜଣରେ ଜଣେ ରୋଗୀଙ୍କର ଏହି ସମସ୍ୟା ଯୋଗୁ ମୃତ୍ୟୁ ଘଟୁଛି। ଏହାଦ୍ୱାରା ବର୍ଷକୁ ୪୨ ଶହ କୋଟି ଡଲାର କ୍ଷତି ହେଉଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri