ଚିକିତ୍ସାରେ ତ୍ରୁଟି ଯୋଗୁ ପ୍ରତିବର୍ଷ ଯାଉଛି ୨୬ ଲକ୍ଷରୁ ଅଧିକ ଜୀବନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୨୮।୯: ପ୍ରତିବର୍ଷ ଚିକିତ୍ସାରେ ତ୍ରୁଟି ଯୋଗୁ ୨୬ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ପ୍ରତିବର୍ଷ ପୃଥିବୀର ୧୩ କୋଟି ୮୦ ଲକ୍ଷରୁ ଅଧିକ ଲୋକ ଚିକିତ୍ସାରେ ତ୍ରୁଟି ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ପଡୁଛନ୍ତି। ରୋଗ ଚିହ୍ନଟରେ ଭୁଲ୍‌, ଆବଶ୍ୟକ ଔଷଧ ଦେବାରେ ଅବହେଳା ଏବଂ ଔଷଧର ଅନାବଶ୍ୟକ ବ୍ୟବହାର ଦ୍ୱାରା ଏଭଳି ସ୍ଥିତି ସୃଷ୍ଟି ହେଉଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ବିକଶିତ ରାଷ୍ଟ୍ରରେ ପ୍ରତି ୧୦ ଜଣରେ ଜଣେ ରୋଗୀଙ୍କର ଏହି ସମସ୍ୟା ଯୋଗୁ ମୃତ୍ୟୁ ଘଟୁଛି। ଏହାଦ୍ୱାରା ବର୍ଷକୁ ୪୨ ଶହ କୋଟି ଡଲାର କ୍ଷତି ହେଉଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri