ଚିଡ଼ାଇବା ପରେ ଅଜୟଙ୍କୁ କାଜୋଲଙ୍କ ଜବାବ: ତୁମ ନିଦ ଉଡାଇ ଦେଖ ମୁଁ ନିଶ୍ଚିତରେ ଶୋଇଛି

ବମ୍ବେ: ୧୯୯୭ରେ ରିଲିଜ ହୋଇଥିଲା ଫିଲ୍ମ ‘ଇସ୍କ’। ଏଥିରେ ନାୟକ ଅଜୟ ଦେବଗନ ଏବଂ ନାୟିକା କାଜଲଙ୍କ ଯୋଡି ସମସ୍ତଙ୍କ ମନ ଜିଣିଥିଲା। ଇତିମଧ୍ୟରେ ଫିଲ୍ମକୁ ପୂରିଛି ୨୨ ବର୍ଷ। ଏହି ଅବସରରେ ଅଜୟ ସୋସିଆଲ ମିଡିଆରେ ଏକ ପୋଷ୍ଟର ଶେୟାର କରି ସ୍ତ୍ରୀ କାଜୋଲଙ୍କୁ ଚିଡାଇଛନ୍ତି। ଚଳଚ୍ଚିତ୍ରରେ ଥିବା ଗୀତ ‘ନିନ୍ଦ ଚୁରାଇ ମେରି କିସନେ ଓ ସନମ..ତୁନେ..ତୁନେ’ ଲେଖି ଅଜୟ ପୋଷ୍ଟ କରିଥିଲେ। ଏହାର ଜବାବ ରଖିଛନ୍ତି କାଜୋଲ। ତୁମ ନିଦ ଉଡାଇ ମୁଁ କେତେ ନିଶ୍ଚିତରେ ଶୋଇଛି ଦେଖ ବୋଲି ସେ କହିଛନ୍ତି।
ଚଳଚ୍ଚିତ୍ର ‘ଇସ୍କ’ରେ ଅଜୟଙ୍କ ବ୍ୟତିତ ଆମିର ଖାନ ଏବଂ ଜୁହି ଚାଓ୍ବଲା ଅଭିନୟ କରିଥିଲେ। ନିର୍ଦ୍ଦେଶନା ଦେଇଥିଲେ ଇନ୍ଦ୍ର କୁମାର। ଏହାର ଗୀତଗୁଡ଼ିକ ସେତେବେଳ ସମୟରେ ହିଟ୍‌ ହୋଇଥିଲା। ଅନୁ ମଲିକ ସେଗୁଡ଼ିକୁ ଲେଖିଥିଲେ। ତେବେ ପୁଣିଥରେ ଅଜୟ ଏବଂ କାଜୋଲଙ୍କ ଯୋଡିକୁ ଫିଲ୍ମ ‘ତାନାଜି-ଦ ଅନ୍‌ସଙ୍ଗ ଓ୍ବାରିଅର’ରେ ରୋମାନ୍ସ କରୁଥିବା ଦର୍ଶକେ ଦେଖିବାକୁ ପାଇବେ। ଆସନ୍ତା ଜାନୁୟାରୀ ୧୦ରେ ଏହା ପରଦାକୁ ଆସିବ। ଚଳଚ୍ଚିତ୍ରରେ ଅନ୍ୟ ଏକ ପ୍ରମୁଖ ଭୂମିକାରେ ସୈଫ ଅଲ୍ଲୀ ଖାନ୍‌ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri