ଚିତ୍ର ଆଙ୍କୁଛନ୍ତି ସୈଫ-ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାଇଁ ଏବେ ସମସ୍ତେ ଘରେ ରହୁଛନ୍ତିି। ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ବଲିଉଡ କଳାକାରମାନଙ୍କ ପର୍ଯ୍ୟନ୍ତ ସମସ୍ତେ ଘରେ ରହି ସମୟ ବିତାଉଛନ୍ତି। ଏଣୁ ଅନେକ ସମୟ ମିଳୁଥିବାରୁ ବଲିଉଡ କଳାକାରମାନେ ବିଭିନ୍ନ କାର୍ଯ୍ୟ କରି ଟାଇମ୍‌ପାସ୍‌ କରୁଛନ୍ତି। ନିକଟରେ କରୀନା କପୁର୍‌ ଖାନ ସୋସିଆଲ ମିଡିଆରେ ସ୍ବାମୀ ସୈଫ ଅଲ୍ଲୀ ଖାନ ଏବଂ ପୁଅ ତ୍ରେମୁର ଅଲ୍ଲୀ ଖାନଙ୍କ କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ବାପା-ପୁଅ ଦୁହେଁ କାନ୍ଥରେ ପେଣ୍ଟିଂ କରୁଥିବା ଦେଖିବାକୁ ମିଳିଛି। ସୈଫ ବାଲକୋନି କାନ୍ଥରେ ଫୁଲ ଆଙ୍କୁଥିବା ଦେଖିବାକୁ ମିଳିଛି। ଏହି ଫଟୋକୁ କରୀନା ସୋସିଆଲ ସାଇଡ୍‌ରେ ଶେୟାର କରି କ୍ୟାପସନ୍‌ରେ ଲେଖିଛନ୍ତି ଯ, ସୈଫ ମୋତେ କହିଥିଲେ ମୁଁ ତୁମ ପାଇଁ ଫୁଲ ନେଇ ଆସିଛି ସେ ସମୟରେ ମୋ ମନରେ ଅଲଗା ଭାବନା ଆସିଥିଲା। ଲାଗିଲା ଯେପରି ମୋ ପାଇଁ ଗିଫ୍ଟ ଆଣିଛନ୍ତି। କିନ୍ତୁ ଗିଫ୍ଟଟି ଏପରି ଥିଲା ବୋଲି ମୁଁ ଆଦୌ ଭାବିନଥିଲି। ଏହାପରେ କରୀନା ପୁଅ ତୈମୁରଙ୍କ ଫଟୋ ଶେୟାର କରିଥିଲେ। ତୈମୁରଙ୍କ ଫଟୋରେ ଲେଖିଛନ୍ତି ଯେ, କୌଣସି କାନ୍ଥ ତୁମର ରଚନାତ୍ମକତାକୁ ରୋକିପାରିବ ନାହିଁ। ଗତ କିଛି ଦିନ ହେବ କରୀନା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ଅଛନ୍ତି। ସେ ନିଜର କିଛି ନା କିିଛି ଫଟୋ ନିଜ ଫ୍ୟାନମାନଙ୍କ ପାଇଁ ଶେୟାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri