Posted inଜାତୀୟ

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା ୫ଟା ୪୫ ମିନିଟରେ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ରାତିରେ ଗିରଫ ହୋଇଥିବା ଚିଦାମ୍ବରମଙ୍କୁ ସ୍ବତନ୍ତ୍ର ଅଦାଲତ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହାଜତରେ ରଖି ଜେରା କରିବା ପାଇଁ ସିବିଆଇକୁ ଅନୁମତି ଦେଇଛନ୍ତି। ଏହାସହ ଚିଦାମ୍ବରମଙ୍କ ଓକିଲ ଓ ପରିବାର ଲୋକେ ହାଜତରେ ତାଙ୍କୁ ଦିନକୁ ଅଧଘଣ୍ଟା ଲେଖାଏ ଭେଟି ପାରିବେ ବୋଲି ଅଦାଲତଙ୍କ ନିର୍ଦ୍ଦେଶ ରହିଛି। ଫଳରେ ଜାତୀୟ ରାଜନୀତିର ଏହି ପ୍ରଭାବଶାଳୀ ରାଜନେତା ଓ ବରିଷ୍ଠ ଆଇନଜୀବୀଙ୍କୁ ଶକ୍ତ ଝଟକା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri