ଚିନ୍ତା, ଦେହହାତ ଦରଜ ଦୂର କରେ ମୂର୍ଚ୍ଛା ପ୍ରାଣାୟାମ

ମୂର୍ଚ୍ଛା ପ୍ରାଣାୟାମ ଚିନ୍ତା, ଦେହହାତ ଦରଜ ଏବଂ ମାନସିକ ଅବସାଦ ଦୂର କରିଥାଏ। ଏହା ମନକୁ ଶାନ୍ତ କରେ।
ମୂର୍ଚ୍ଛା ପ୍ରାଣାୟାମ କରିବା ଶୈଳୀ :

ଦୁଇ ଗୋଡ଼କୁ ଜଙ୍ଘ ଉପରେ ରଖି ପଦ୍ମାସନରେ ବସନ୍ତୁ।

ଦୁଇ ଆଖି ବନ୍ଦ କରନ୍ତୁ।

ଦୁଇ ହାତକୁ ଆଣ୍ଠୁ ଉପରେ ରଖି ପୂରା ଏକ୍ରାଗ୍ର ଚିତ୍ତରେ ଧ୍ୟାନମଗ୍ନ ରୁହନ୍ତୁ।

ବେକ ପଛକୁ କରି ନିଃଶ୍ୱାସ ନେଇ କିଛି ସମୟ ରଖି ଧୀରେ ଧୀରେ ଛାଡ଼ନ୍ତୁ।

ଏମିତି ୫ ଥର କରନ୍ତୁ। ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ।

ଏପରିକି ମସ୍ତିଷ୍କ, ରକ୍ତଚାପ, ହାର୍ଟ ସମ୍ବନ୍ଧୀୟ ରୋଗୀ ଏହି ଆସନ କରିବା ଦ୍ୱାରା ଉପକୃତ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri