ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା ୧୪୮କୁୁ ବୃଦ୍ଧି ପାଇଛି। ଆକ୍ରାନ୍ତଜଣଙ୍କ ୩୦ ବର୍ଷର ଯୁବକ। ସେ ବେହରାପାଟଣା ଅଞ୍ଚଳର ହୋଇଥିବା ବେଳେ କୋଲକାତାରୁ ଫେରିଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବା ବେଳେ ରିପୋର୍ଟ ପଜିଟିଭ୍‌ ଆସିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri