Posted inଜାତୀୟ

ଚିନ୍ମୟାନନ୍ଦଙ୍କୁ ଜାମିନ

ଆଲ୍ଲାହାବାଦ, ୪ା୨(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଅଭିଯୁକ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ଚିନ୍ମୟାନନ୍ଦଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ଦ୍ୱାରା ପରିଚାଳିତ ଶାହଜାହାନ୍‌ପୁର ଆଇନ କଲେଜରେ ଉକ୍ତ ଛାତ୍ରୀ ଜଣକ ପାଠ ପଢ଼ୁଥିବାବେଳେ ଯୌନ ନିର୍ଯାତନା ଦିଆଯାଇଥିଲା। ପୋଲିସ ସେପ୍ଟେମ୍ବର ୨୦ରେ ଚିନ୍ମୟାନନ୍ଦଙ୍କୁ ଆଇପିସିର ଦଫା ୩୭୬ ଅନୁଯାୟୀ ଗିରଫ କରିଥିଲା। ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଛାତ୍ରୀ ଜଣକ ଭାଜପା ନେତାଙ୍କଠାରୁ ଅର୍ଥ ହଡ଼ପ କରିବା ଲାଗି ଏଭଳି ବାହାନା କରିଥିବା ନେଇ ମାମଲା ରୁଜୁ କରାଯାଇଥିଲା। ଏହାକୁ ବିଚାର କରାଯିବା ପରେ ଆଲ୍ଲାହାବାଦ ହାଇକୋର୍ଟ ଚିନ୍ମୟାନନ୍ଦଙ୍କୁ ସୋମବାର ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri