ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି। ଏହି ଅବସରରେ ଚିଲିକା ହ୍ରଦର ସମନ୍ବିତ ପରିଚାଳନା ପାଇଁ ୧୫୮ କୋଟିର ବ୍ୟୟ ଅଟକଳ କରାଯାଇଛି। ଏହାଦ୍ୱାରା ଚିଲିକା ପାର୍ଶ୍ୱବର୍ତ୍ତୀ ୧୫୧ଟି ଗ୍ରାମର ୨ ଲକ୍ଷ ମତ୍ସ୍ୟଜୀବୀ ଉପକୃତ ହେବେ। ଅଂଶୁପା ହ୍ରଦର ବିକାଶ ପାଇଁ ମଧ୍ୟ ୨୧ କୋଟି ୨୩ ଲକ୍ଷ ଟଙ୍କାର ଯୋଜନାକୁ ମଞ୍ଜୁରୀ ମିଳିଛି। ଭିତରକନିକା ଆର୍ଦ୍ରଭୂମି ପାଇଁ ମଧ୍ୟ ଯୋଜନାକୁ ଅନୁମୋଦନ ମିଳିଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri