ତାଳଚେର,୩୧ା୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ସୋମବାର ନିଶାର୍ଦ୍ଧରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପଛ ପାଖ ପୂର୍ବ ଦିଗରେ ଜଗତିଢିପଠାରେ ମା’ ଅଗ୍ନିରୂପା ଆବିିର୍ଭାବ ହୋଇଛନ୍ତି। ସୋମବାର ମଧ୍ୟରାତ୍ରରେ ଦେହୁରୀ ମା’ଙ୍କୁ ଶାବରୀ ମନ୍ତ୍ରରେ ଆରାଧନାକରି ବଶୀଭୂତ କରିବା ସହ କୋଇଲା ସଂଯୋଗ କରି ମା’ଙ୍କ ଉଭାସ୍ଥଳୀ ଚିହ୍ନଟ କରିଥିଲେ।
ସୂଚନାଯୋଗ୍ୟ ଯେ, ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ ନିମନ୍ତେ ସୋମବାର ମା’ଙ୍କର ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ପତିଆରଙ୍କ ସୂଚନା ମୁତାବକ ଦେହୁରୀ ଉଭାସ୍ଥଳ ଚିହ୍ନଟ କରିଥିଲେ ା ତେବେ ଲକ୍ଡାଉନ ଏବଂ ପୋଲିସ, ପ୍ରଶାସନର କଟକଣା ଯୋଗୁ ଚଳିତ ବର୍ଷ ଭକ୍ତମାନେ ଦର୍ଶନ କରିବାକୁ ଯାଇ ନ ଥିବା ଜଣାପଡ଼ିଛି।
Posted inଅନୁଗୋଳ, ଆମ ଜିଲା ଖବର View All
ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି
ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…
୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ
ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…
ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…
ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…
ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…
ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…
ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…
ରେଷ୍ଟୁରାଣ୍ଟରେ ଘରୋଇ ଏଲ୍ପିଜି ସିଲିଣ୍ଡର: ମାଡିବସିଲା…
ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…
Archives

