ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। ଏହି ଘଟଣାର ମୁଖ୍ୟଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ରାଜା ଓରଫ ଶୁଭ୍ରାଂସୁ ଷଡ଼ଙ୍ଗୀ। ତେବେ ପୋଲିସ ତାଙ୍କୁ ପଚରାଉଚରା ଜାରିରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?