ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ

ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ ମିଶିଲେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ସହ ସମକକ୍ଷ ହୋଇପାରିବେ ନାହିଁ। କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ୧୬୯୪.୭୬ କୋଟି ଟଙ୍କା। ଅନ୍ୟପକ୍ଷରେ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ ମିଶାଇଲେ ୧୫୪୧ କୋଟି ଟଙ୍କା ହେଉଛି। ଆଇପିଏଲ ଫ୍ରାଞ୍ଚାଇଜଗୁଡ଼ିକ ମଧ୍ୟରେ ମୁମ୍ବାଇ ଦଳର ବ୍ରାଣ୍ଡ ଭାଲ୍ୟୁ ସର୍ବାଧିକ। ଏହାର ଭାଲ୍ୟୁ ୮୦୯ କୋଟି ଟଙ୍କା ହୋଇଥିବାବେଳେ ସିଏସ୍‌କେ ଦଳର ବ୍ରାଣ୍ଡ ଭାଲ୍ୟୁ ୭୩୨ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri