ଚେନ୍ନାଇରୁ ବୋଟ୍‌ରେ ଫେରିଲେ ୩୮ ଦାଦନ

ଚିକିଟି,୨୫ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜଳପଥ ଦେଇ ରାଜ୍ୟବାହାରେ ଫସିଥିବା ଲୋକେ ଘରକୁ ଫେରୁଛନ୍ତି। ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସୁନୁପୁର ମୁହାଣରେ ୩୮ଜଣ ଦାଦନ ଶ୍ରମିକ ଚେନ୍ନାଇରୁ ବୋଟ୍‌ରେ ଆସି ପହଞ୍ଚତ୍ଛନ୍ତି। ସେମାନେ ଚିକିଟି ବ୍ଲକ ପାଟିସୁନୁପୁର,ଏକସିଙ୍ଗି ଏବଂ ଗୋପାଳପୁର ସମେତ ଆନ୍ଧ୍ର ସୀମାନ୍ତ ଡଙ୍କୁରୁ, କାବସ୍ତାକୁଡି, ପୁକାଲପାଲାମ ଅଞ୍ଚଳର। ଚେନ୍ନାଇରେ ରହି କାମ କରୁଥିବାବେଳେ ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ହୋଇଯାଇଥିଲା। ଫଳରେ ବହୁ ଅସୁବିଧାରେ ଚଳୁଥିଲେ। ଏକ ମୋଟର ବୋଟ୍‌ କିଣି ଗତ ୨୦ ତାରିଖରେ ଚେନ୍ନାଇରୁ ସମୁଦ୍ର ପଥ ଦେଇ ବାହାରିଥିଲେ। ସନ୍ଧ୍ୟାରେ ସୁନୁପୁରୁ ମୁହାଣରେ ପହଞ୍ଚତ୍ବା ପରେ ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ, ବିଡିଓ ଫାଲ୍‌ଗୁନି ମାଝି ଏବଂ ଗୋଳନ୍ଥରା ମେରାଇନ୍‌ ଥାନା ପୋଲିସ୍‌ ପହଞ୍ଚତ୍ ସମସ୍ତଙ୍କୁ ଆଣି ମେରାଇନ୍‌ ଥାନାରେ ରଖିଛନ୍ତି। ସେମାନଙ୍କୁ କେଉଁ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ ସେ ନେଇ ପ୍ରଶାସନିକ ଅଧିକାରୀମାନେ ଆଲୋଚନା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?