ଚେନ୍ନାଇରୁ ସାଇକେଲରେ ୧୯୦୦ କିମି ଯାତ୍ରା: ୧୧ ଦିନ ପରେ ହାଟଡ଼ିହୀ ବ୍ଲକରେ ପହଞ୍ଚିଲେ ବିମଳ

ହାଟଡ଼ିହୀ, ୧୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଗୋପ ଗ୍ରାମର ସୁବାଷ ଘୋଷଙ୍କ ପୁଅ ବିମଳ(୨୫) ଚେନ୍ନାଇରୁ ପ୍ରାୟ ୧୯୦୦ କିଲୋମିଟର ସାଇକେଲରେ ଯାତ୍ରା କରି ନିଜ ଗ୍ରାମରେ ଗତ ଗୁରୁବାର ରାତିରେ ପହଞ୍ଚିଛନ୍ତି। ହାଟଡିହୀ ପଞ୍ଚାୟତ ତରଫରୁ ତାଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ବିମଳଙ୍କ କହିବା ଅନୁଯାୟୀ, ଗତ ୪ ତାରିଖରେ ସେ ଚେନ୍ନାଇରୁ ସାଇକେଲ ଧରି ଘର ଅଭିମୁଖେ ବାହାରିଥିଲେ। ଦୀର୍ଘ ୧୧ ଦିନ ପରେ ସେ ନିଜ ଅଞ୍ଚଳରେ ପହଞ୍ଚିଛନ୍ତି। ସାଥିରେ ସେ ବିସ୍କୁଟ ଓ ପାଣି ନେଇ ଆସିଥିବା ବେଳେ ରାସ୍ତାରେ ଭୋକ ଲାଗିଲେ ସେ ଖାଉଥିବା କହିଛନ୍ତି। ରାସ୍ତାରେ ଥକା ଲାଗିଲେ ଗଛ କିମ୍ବା ରାସ୍ତା କଡ଼ ଘର ପାଖରେ ସୁବିଧା ଦେଖି ବିଶ୍ରାମ ନେଉଥିଲେ। ଦୃଢ଼ ମନୋବଳ ଓ ଭଗବାନଙ୍କ ଆଶୀର୍ବାଦରେ ସେ ଚେନ୍ନାଇରୁ ନିଜ ଅଞ୍ଚଳରେ ପହଞ୍ଚିପାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri