Posted inରାଜ୍ୟ

ଚେନ୍ନାଇରୁ ୨ ଲକ୍ଷ ଟଙ୍କାରେ ଡଙ୍ଗା ଭଡ଼ା କରି ଗଞ୍ଜାମ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ଦେଶରେ ଏବେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଫଳରେ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ସେମାନେ ଭିଟାମାଟିକୁ ଫେରିବା ପାଇଁ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏହି କ୍ରମରେ ୨ ଲକ୍ଷ ଟଙ୍କାରେ ଏକ ଡଙ୍ଗା ଭଡ଼ା କରି ଶନିବାର ଚେନ୍ନାଇରୁ କିଛି ଶ୍ରମିକ ସମୁଦ୍ର ପଥରେ ଗଞ୍ଜାମ ଫେରିଥିଲେ। ରବିବାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ସେ କହିଛନ୍ତି, ଶ୍ରମିକ ଫେରିଥିବା ଡଙ୍ଗା ଜବତ ହୋଇଛି। ଏପରି ବିପଦ୍‌ଜନକ ଭାବେ ଆସିବା କଥା ନୁହେଁ, ଏଭଳି ସ୍ଥିତି ଆଗରୁ ନ ଥିଲା। ଉପକୂଳରେ ସମୁଦ୍ର ବାଟରେ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ପୁଣି ଯଦି କେହି ଆସନ୍ତି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri