ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି। ପ୍ରାୟ ୬ ମାସ ତଳେ ଉପରୋକ୍ତ ଗ୍ରାମଗୁଡିକର  ୧ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଦାଦନ ଖଟିବାକୁ ଯାଇଥିଲେ। ଫେରିବାକୁ ଉଦ୍ୟମ କଲେ ମଧ୍ୟ ସେମାନେ ଜନତା କର୍ଫ୍ୟୁ ଓ ବର୍ତ୍ତମାନ ଦେଶରେ ହୋଇଥିବା ଲକ୍‌ଡାଉନ ଯୋଗୁ ଫେରିପାରୁ ନାହାନ୍ତି। ସେଠାରେ ପ୍ରାୟ ୩ ଦିନ ହେଲା ଭୋକ ଉପାସରେ ରହିଛନ୍ତି ବୋଲି ସେମାନେ ପରିବାର ଲୋକଙ୍କୁ ଜଣାଇଛନ୍ତି। ସେଠାକାର ପ୍ରଶାସନ କୌଣସି ପ୍ରକାର ସାହାଯ୍ୟ ସହଯୋଗ କରୁ ନ ଥିବା ସେମାନେ କହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଫସି ରହିଥିବା ଶ୍ରମିକଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?