ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ  

ଖଲିକୋଟ,୨୭ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଖଲ୍ଲିକୋଟ ତହସିଲଦାର ଚକ୍ରଧର ପାଢୀ, ବିଡିଓ ନବକୃଷ୍ଣ ଜେନା ଓ ଖଲ୍ଲିକୋଟ ପୋଲିସ ପହଞ୍ଚତ୍ ସେମାନଙ୍କ ନାମ ପଞ୍ଜିକରଣ କରି ନିଜନିଜ ବ୍ଲକକୁ ବସ୍‌ ଯୋଗେ ପଠାଇଛି। ଏମାନଙ୍କ ମଧ୍ୟରେ କୁକୁଡ଼ାଖଣ୍ଡି, ହିଞ୍ଜିଳି, ଶେରଗଡ଼, ଧରାକୋଟ, ଆସିକା, ପୁରୁଷୋତ୍ତମପୁର, ଖଲ୍ଲିକୋଟ, ବେଗୁନିଆପଡ଼ା ଆଦି ବ୍ଲକର ପ୍ରବାସୀ ରହିଛନ୍ତି। ତହସିଲ ଓ ବ୍ଲକ କର୍ମଚାରୀ, ଆର୍‌ପିଏଫ ପୋଲିସ ଏବଂ କେଶପୁର ପଞ୍ଚାୟତ ଅଞ୍ଚଳର ଯୁବକମାନେ ଏହି କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri