ଏସବୁ ସମସ୍ୟା ଦୂର କରେ ସର୍ବାଙ୍ଗାସନ

ଯୋଗ ସ୍ବାସ୍ଥ୍ୟ ପାଇଁ ସବୁଠୁ ମହତ୍ତ୍ୱପୂର୍ଣ୍ଣ। କାରଣ ଏହାଦ୍ୱାରା ଇମିନ୍ୟୁ ସିଷ୍ଟମ ମଜଭୁତ ହେବା ସହ ଯେକୌଣସି ବ୍ୟାକ୍ଟେରିଆଲ ଇନ୍‌ଫେକ୍ସନ ଦୂର ହୁଏ। ବିଶେଷକରି ଶୀତଦିନରେ ଯୋଗାସନ କଲେ ଚେହେରାରୁ ଶୁଷ୍କତା ଦୂର ହୋଇ ଚମକ ଆସିଥାଏ। ଅନେକ ଯୋଗାସନ ରହିଛି। ସେଥିମଧ୍ୟରୁ ସର୍ବାଙ୍ଗାସନ ଅନ୍ୟତମ।

କେମିତି କରିବେ ସର୍ବାଙ୍ଗାସନ:

ପ୍ରଥମେ ଚଟାଣରେ ଆସନ ପକାଇ ଲମ୍ବ ହୋଇ ଉପରକୁ ଚାହିଁ ଶୋଇଯାଆନ୍ତୁ। ଦୁଇ ହାତକୁ ଚଟାଣ ଉପରେ ରଖନ୍ତୁ। ଏବେ ଦୁଇ ଗୋଡ଼କୁ ଏକା ସଙ୍ଗରେ ଧୀରେ ଧୀରେ ଉପରକୁ ଉଠାନ୍ତୁ। ୯୦ ଡିଗ୍ରୀରେ ପହଞ୍ଚିବା ପରେ ଅଣ୍ଟାକୁ ଦୁଇହାତରେ ଧରନ୍ତୁ। ପରେ ଦୁଇ ଆଖି ବନ୍ଦ କରିଦିଅନ୍ତୁ। ଏମିତି ୪/୫ ଥର କରନ୍ତୁ।

ଲାଭ:

ଏହି ଆସନ ରକ୍ତ ସଂଚାଳନକୁ ତୀବ୍ର କରିଥାଏ। ଏହା ଅମ୍ଳଜାନ ଏବଂ ପୋଷକତତ୍ତ୍ୱ ପହଞ୍ଚାଇବାରେ ସହାୟକ ହୋଇଥାଏ। ଓଜନ ନିୟନ୍ତ୍ରଣ କରିଥାଏ। ପାଚନ କ୍ରିୟା ସହଜ ହୁଏ। ଯୌନ ସମସ୍ୟା ଦେଖା ଦେଉଥିଲେ ଏହି ଆସନ ସବୁଠୁ ଭଲ।

ସାବଧାନ:

ଅଣ୍ଟା ଓ ବେକ ଦରଜ, ମୁଣ୍ଡ ବୁଲାଉଥିଲେ ଏହି ଆସନ କରିବା ଅନୁଚିତ। ହୃଦରୋଗୀ ମଧ୍ୟ ଏହି ଆସନ କରିବା ଉଚିତ୍‌ ନୁହେଁ। ଏହି ଯୋଗାସନ କରିବା ପୂର୍ବରୁ ଯୋଗଗୁରୁଙ୍କ ପରାମର୍ଶ ନେବା ନିହାତି ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri