ଚୋରା ଦେଶୀ ମଦ ସହ ବାଇକ ଜବତ, ୨ ଗିରଫ

ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ହଣ୍ଡପା ଥାନା ବୁଦୁଲିମୁଣ୍ଡା ଗ୍ରାମର ଅଜୟ ଘିଓ୍ବାଲା ଓ ବସନ୍ତ ସେଠୀ।

ପୋଲିସ କହିଛି, ଉଭୟେ ଏକ ବାଇକ ଯୋଗେ ୧୫ ଲିଟର ଦେଶୀ ମଦ ଧରି ଧଣ୍ଡାତୋପା ଗ୍ରାମ ଅଭିମୁଖେ ଯାଉଥିବାବେଳେ ଖବରପାଇ ଠାକୁରଗଡ଼ ଆଇଆଇସି ଗବାକ୍ଷ ନାୟକ, ଏଏସଆଇ କରୁଣାକର ନନ୍ଦ ଚଢାଉ କରିଥିଲେ। ଏଥିସହ ଉକ୍ତ ବାଇକକୁ ଜବତ କରାଯାଇଛି। ଏ ନେଇ ନଂ. ୮୪/୧୯ରେ ଏକ ମାମଲା ରୁଜୁ କରି ଉଭୟଙ୍କୁ ଆଠମଲ୍ଲିକ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?