ଚୋରାବାଲି କାରବାର ଉପରେ ଲାଗିଲା ରୋକ୍‌: ନିଷିଦ୍ଧାଞ୍ଚଳ ଘୋଷଣା , ଖୋଳାଗଲା ଟ୍ରେଞ୍ଜ

ଚମ୍ପୁଆ, ୧୨ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରାଜସ୍ବ ବିଭାଗ ଅଧୀନରେ ରହିଥିବା ଚୋରା ବାଲିଉତ୍ସଗୁଡିକରୁ ନିୟମିତ ଚୋରା ବାଲିଚାଲାଣ ହେଉଥିବା ଜଣାପଡିବା ପରେ ରାଜସ୍ବ ବିଭାଗ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି। ଚୋରା ବାଲି କାରବାର ହେଉଥିବା ରାସ୍ତାଗୁଡିକରେ ବାଲି ବୋଝେଇ ଗାଡିଗୁଡିକ ଯାତାୟାତ ନ କରିବା ପାଇଁ ଟ୍ରେଞ୍ଚ ଖୋଳାଯାଇଥିବା ବେଳେ ଉକ୍ତ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇ ସୂଚନାଫଳକ ଲଗାଯାଇଛି।
ଚମ୍ପୁଆ ତହସିଲ ଅଧୀନରେ ଥିବା ମେର୍ମେଦା, ଗୋପୀନାଥପୁର, ଶଶାଙ୍ଗ, ଲକ୍ଷ୍ମୀପଶିରେ ବାଲି ମାଫିଆମାନେ ରାତିରେ ବାଲିଚାଲାଣ କରୁଥିବା ବେଳେ ତହସିଲ ବିଭାଗ ପକ୍ଷରୁ ବାରମ୍ବାର ଚଢାଉ କରାଯାଇ ଜରିମାନା ଆଦାୟ କରାଯାଉଛି। ଏହାସତ୍ତ୍ୱେ ମାଫିଆମାନେ ତହସିଲ ବିଭାଗକୁ ଚକ୍‌ମା ଦେଇ ଅନାୟାଶରେ ଏହି କାରବାର କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…

ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ…

ସୁଆମ ଶାସନରେ ହରିହାଟ, ଗୀତାପାଠ ସହ…

ପାଟଣା,୨୩ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସୁଆମ ଶାସନ ମଣ୍ଡପରେ ହରିହାଟ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମଣ୍ଡପରେ ରାମ, ଲକ୍ଷ୍ମଣ, ସୀତା…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?