ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ପୌରାଞ୍ଚଳ ୪ ନଂ ଓ୍ବାର୍ଡ ଡେଲି ମାର୍କେଟ ଅଞ୍ଚଳର ଏମଡି ଆଦିଲ ଓ ଏମଡି ତୋହସିନ ଆଲମ।
ମିଳିଥିବା ସୂଚନା ଅନୁଯାୟୀ, ଗଙ୍ଗାଧର ଦାସ ନାମକ ଜଣେ ବ୍ୟକ୍ତି ସୋମବାର ରେଲୱେ ଷ୍ଟେଶନ ସମ୍ମୁଖରେ ଓଆର ୦୯ ଏଲ ୭୬୦୯ ନମ୍ବର ବିଶିଷ୍ଟ ବାଇକଟିକୁ ରଖି କିଛି ସମୟ ପରେ ଆସି ବାଇକ୍‌ଟି ଯଥା ସ୍ଥାନରେ ପାଇ ନ ଥିଲେ। ବହୁ ଖୋଜାଖୋଜି କରି ନ ପାଇବାରୁ ଏ ନେଇ ଗଙ୍ଗାଧର ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏତଲାକୁ ଭିତ୍ତିକରି ପୋଲିସ ବଡ଼ବିଲ ଥାନାରେ କେସ ନଂ ୧୩/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଏସଆଇ ସିଲୁ ମଲିକ ଘଟଣାର ତଦନ୍ତ ଭାର ନେଇ ବାଇକଟିକୁ ଉଦ୍ଧାର କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତ ଆଦିଲ ଓ ତୋହସିନଙ୍କୁ ଗିରଫ କରାଯାଇଥିବା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri