ଚୋରି ବାଇକ ଉଦ୍ଧାର, ୪ ଗିରଫ

ବଡବିଲ, ୧୫।୪(ସ୍ବ.ପ୍ର.)-ବଡବିଲ ପୋଲିସ ବାଇକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୟାବାଲି ଅଞ୍ଚଳର ଭୀଷ୍ମ କୁମାର ପାତ୍ର, କାରାକୋହ୍ଲ ଅଞ୍ଚଳର ମନୋଜ ମୁଣ୍ଡା, ବଡବିଲ ଉପର ବସ୍ତି ଅଞ୍ଚଳର ଲାଲଟୁ ଏସକେ ଏବଂ ଚନ୍ଦନ କାରୁଆ। ସୂଚନା ଅନୁ୍‌ଯାୟୀ, ବଡବିଲ ସହରାଞ୍ଚଳରୁ ଏକ ବାଇକ ଚୋରି ନେଇ ଗତ ସୋମବାର ଏକ ମାମଲା (ନଂ.୫୯/୨୦୨୦)ରୁଜୁ ହୋଇଥିଲା। ଏହି ଘଟଣାର ତଦନ୍ତ କରି ପୋଲିସ ମଙ୍ଗଳବାର ଦିନ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି ବାଇକକୁ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri