ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ

କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍‌ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଚୋରଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ମୋବାଇଲ, ଚାର୍ଜର ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଟପୁର ସାହିର ସୁରଜ ନାଏକ ଓ ତୋଫାନ ନାଏକ। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।

ତେବେ ଚୋରି ପରେ ଅଭିଯୁକ୍ତଦ୍ୱୟ ଗୁହାଳ ଚଟୁଆ ଗ୍ରାମରେ ମୋବାଇଲ ଖୋଳ ବାହାର କରି ଏକ ବ୍ୟାଗରେ ଆଣି ବିକିବାକୁ ଉଦ୍ୟମ କରୁଥିବା ବେଳେ ଧରାପଡିଥିଲେ। ଏନେଇ ପୋଲିସ (ମାମଲା ନଂ-୨୩୩/୨୦୧୯) ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri