ଚୌଦ୍ୱାର କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ସ୍ଥିତି ପରଖିଲେ ବିଧାୟକ, ୧୦୮ ଆମ୍ବୁଲାନ୍ସ ସେବାର କଲେ ଉଦ୍‌ଘାଟନ

ଚୌଦ୍ୱାର,୧୬।୪(ଡି.ଏନ୍‌.ଏ):କରୋନା ଭତାଣୁର ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତି ବିଶେଷଙ୍କୁ ଘରଠାରୁ ଦୂରରେ ରଖିବା ତଥା ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ଚୌଦ୍ୱାର ସହରର ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକ ଟାଉନହଲରେ କ୍ୱାରେନଟାଇନ କେନ୍ଦ୍ର କରାଯାଇଛିି। ବୁଧବାର ଚୌଦ୍ୱାର-କଟକ ବିଧାୟକ ଶୌଭିକ୍‌ ବିଶ୍ୱାଳ ୫୦ ଶଯ୍ୟା ବିଶିଷ୍ଟ ଏହି କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ସ୍ଥିତି ବୁଲି ଦେଖିବା ସହିତ ନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ବେହେରାଙ୍କ ସହିତ ଆଲୋଚନା କରିଥିଲେ । ଏଥି ସହିତ ଚୌଦ୍ୱାର ସହର ପାଇଁ ଏକ ୧୦୮ ଆମ୍ବୁଲାନ୍ସ ସେବାର ଉଦ୍‌ଘାଟନ କରିଥିଲେ। ପୁର୍ବରୁ ଟାଙ୍ଗି-ଚୌଦ୍ୱାର ଅଞ୍ଚଳର ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ୧୦୮ ଆମ୍ବୁଲାନ୍ସଟି କିଛି ଦିନ ହେବ ଅଚଳ ହୋଇପଡିଥିଲା। ଏନେଇ ବିଧାୟକ ବିଶ୍ୱାଳ ନୁତନ ଆମ୍ବୁଲାନ୍ସ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିଲେ। ବୁଧବାର ଟାଉନ ହଲ ପରିସରରେ କଟକ ସିଡିଏମ୍‌ଓ ସତ୍ୟବ୍ରତ ଛୋଟରାୟ,କ୍ଲଷ୍ଟର ଲିଡର ଅମିତ୍‌ ରାୟ ଓ ପୌରପାଳିକାର ପୁର୍ବତନ ଚେୟାର୍ଯଯାନ ପ୍ରେମଚାନ୍ଦ ନାୟକ,ପୁର୍ବତନ କାଉନସିଲର କରୁଣାକର ସାହୁ,ବିଷ୍ନୁ ଚରଣ ପରିଡା,ଶୁଭେନ୍ଦୁ ସାମଲ,ସୁବ୍ରତ ସାମଲଙ୍କ ଉପସ୍ଥିତିରେ ଏହି ଉଦ୍‌ଘାଟନ କାଯ୍ର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ପୌରପାଳିକା ଯନ୍ତ୍ରୀ ମହେଶ ପ୍ରସାଦ ମିଶ୍ର,ପୁର୍ଣ୍ଣଚନ୍ଦ୍ର ପାଣି,ତପନ କୁମାର ସାହୁ,ଝୁଲେନ୍ଦ୍ର ନାୟକ ପ୍ରମୁଖ କାଯର୍‌ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri