ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ପଞ୍ଜୀକରଣର ଶେଷଦିନରେ ୧୧ଜଣ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଛନ୍ତି। ପଞ୍ଜିକୃତ ମୋଟ୍‌ ୩୭୪ ଜଣ ବିଶେଷକରି ବାଙ୍ଗାଲୋର, ହାଇଦ୍ରାବାଦ, କୋଲକାତାରେ ରହୁଥିବାରୁ ଚୌଦ୍ୱାର ଫେରିବା ପରେ ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ରଖିବା ପାଇଁ ପୌରପାଳିକା ପକ୍ଷରୁ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଥିବା ସେ ସୂଚନା ଦେଇଛନ୍ତି। ମହିଳାମାନଙ୍କ ପାଇଁ ଗାନ୍ଧୀଛକସ୍ଥିତ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରାଯାଇଥିବାବେଳେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ପୌର ଟାଉନ୍‌ ହଲରେ ବ୍ୟବସ୍ଥା କରାଯାଇଛି। ଅନ୍ୟମାନଙ୍କ ପାଇଁ ଚୌଦ୍ୱାର ମହାବିଦ୍ୟାଳୟର ମହିଳା ହଷ୍ଟେଲକୁ ପ୍ରସ୍ତୁତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri