Posted inଖେଳ

ଚ୍ୟାରିଟି ମ୍ୟାଚ୍‌ ଖେଳିବେ ଆକ୍ରମ, ଯୁବରାଜ

ନୂଆଦିଲ୍ଲୀ,୨୬।୧- ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାସିମ ଆକ୍ରମ ଓ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ବଶଫାୟାର ରିଲିଫ ମ୍ୟାଚ୍‌ରେ ଖେଳିବେ। ଏହି ଚ୍ୟାରିଟି ମ୍ୟାଚ୍‌ ୮ ତାରିଖରେ ଅଷ୍ଟ୍ରେଲିଆର ମେଲବୋର୍ନ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ମ୍ୟାଚ୍‌ରୁ ଆଦାୟ ସମସ୍ତ ଅର୍ଥ ଅଷ୍ଟ୍ରେଲିଆରେ ଲାଗିଥିବା ନିଆଁ କାରଣରୁ ହୋଇଥିବା କ୍ଷୟକ୍ଷତିର ଭରଣ ପାଇଁ ବ୍ୟବହୃତ ହେବ। ରିକି ପଣ୍ଟିଂ ଏକାଦଶ ଓ ଶେନ ଓ୍ବର୍ନ ଏକାଦଶ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ ଦିନ ବିଗ୍‌ ବାଶ ଲିଗ୍‌ (ବିବିଏଲ) ଫାଇନାଲ ଓ ମହିଳା ଟି୨୦ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ ମଧ୍ୟ ଖେଳାଯିବାର କାର୍ଯ୍ୟସୂଚୀ ରହିଛି। ଆକ୍ରମ ଓ ଯୁବିଙ୍କ ବ୍ୟତୀତ ଆଣ୍ଡ୍ର୍ୟୁ ସାଇମଣ୍ଡସ, ମାଇକେଲ ହସି ଓ ବ୍ରାଡ ହାଡିନ, ମହିଳା କ୍ରିକେଟ ଷ୍ଟାର ଇଲିସ ଭିଲାନି ଓ ଗ୍ରେସ ହାରିସଙ୍କ ଭଳି ଖେଳାଳି ଖେଳିବେ। ଦୁଇ ଦଳରେ ସଚିନ ତେନ୍ଦୁଲକର ଓ କଟର୍ନି ଓ୍ବାଲସ କୋଚ୍‌ ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri