Posted inଖେଳ

ଛକା ବର୍ଷା ପରେ ପାଣ୍ଡ୍ୟାଙ୍କ ପାଇଁ ବାରିକେଡ୍‌ ଭାଙ୍ଗିଲେ ଫ୍ୟାନ

ନବି ମୁମ୍ବାଇ,୭।୩- କ୍ରିକେଟରଙ୍କ ଫ୍ୟାନମାନେ ମ୍ୟାଚ୍‌ବେଳେ ନିଜ ଷ୍ଟାରଙ୍କୁ ଦେଖିବା ପାଇଁ ବାରିକେଡ୍‌ ଭାଙ୍ଗିବା କିଛି ନୂଆ କଥା ନୁହେଁ। ଡି. ଓ୍ବାଇ. ପାଟିଲ ଷ୍ଟାଡିୟମରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଶତକ ପରେ ପ୍ରଶଂସକମାନେ ଗ୍ରାଉଣ୍ଡକୁ ପ୍ରବେଶ କରିଥିଲେ। ବିପିସିଏଲ ବିପକ୍ଷ ପ୍ରଥମ ସେମିଫାଇନାଲରେ ରିଲାଏନ୍ସ ଓ୍ବାନ ପକ୍ଷରୁ ଖେଳୁଥିବା ହାର୍ଦ୍ଦିକ ୫୫ ବଲରେ ୧୫୮ ରନ୍‌ର ଇନିଂସ ଖେଳିଥିଲେ। ପୂରା ଷ୍ଟାଡିୟମ ହାର୍ଦ୍ଦିକ.. ହାର୍ଦ୍ଦିକ ନାରାରେ ଗୁଞ୍ଜରି ଉଠିଥିଲା। ମ୍ୟାଚ୍‌ ପରେ ବହୁ ପ୍ରଶଂସକ ବାରିକେଡ୍‌ ଡେଇଁ ରିଲାଏନ୍ସ ଓ୍ବାନ ଦଳର ଡ୍ରେସିଂ ରୁମ୍‌ ନିକଟକୁ ଚାଲି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?