Posted inଖେଳ

ଛକା ମାରି ଦ୍ୱିଶତକ ପୂରଣ କଲେ ମୟଙ୍କ

ଇନ୍ଦୋର,୧୫।୧୧- ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଛକା ଲଗାଇ ଦ୍ୱିତୀୟ ଦ୍ୱିଶତକ ପୂରଣ କରିଛନ୍ତି। ସେ ୨୦୪ ବଲର ସମ୍ମୁଖୀନ ହୋଇ ୨୦୨ ରନ୍‌ କରିଛନ୍ତି। ତାଙ୍କର ଏହି ଦ୍ୱିଶତକୀୟ ଇନିଂସରେ ୨୫ ଚୌକା ଓ ୫ ଛକା ସାମିଲ ଥିଲା। ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ୯୮.୫ ଓଭରେ ମେହେଦି ହସନଙ୍କ ବଲକୁ ଛକା ଲଗାଇ ଏହି ସଫଳତା ପାଇଥିଲେ। ଏହା ତାଙ୍କ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ।  ସେ ଗତମାସ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ମଧ୍ୟ ଦ୍ୱିଶତକ କରିଥିଲେ। ଏ ନେଇ ବିସିସିଆଇ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri