ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ ଓଡ଼ିଶାର ସୀମାନ୍ତରେ ସୁରକ୍ଷାକୁ ନେଇ ଏହି ବୈଠକ ହୋଇଥିବା ସୂଚନା ମିଳିଛି। ତେବେ ଏହିଥିରେ ବିଶେଷ ଭାବେ ମାଓବାଦୀ ରଣନୀତି ପାଇଁ ଉଭୟ ରାଜ୍ୟର ମିଳିତ ଆପରେଶନ ଓ ସୀମାନ୍ତରେ ଦୁଇ ରାଜ୍ୟ ମଧ୍ୟରେ ସମନ୍ବୟରେ ସୁରକ୍ଷା ବିଷୟ ଆଲୋଚନା ହୋଇଛି । ବୈଠକରେ ଛତିଶଗଡ଼ର ଗରିଆବନ୍ଧ, ଧନ୍ବନ୍ତରୀ, ମହାସମୁନ୍ଧ ଜିଲାର ଏସ୍‌ପି ତଥା କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ାର ଆରକ୍ଷୀ ଅଧୀକ୍ଷକଙ୍କ ସହ ସିଆର୍‌ପିଏଫ ଏବଂ ବିଏସ୍‌ଫ କମାଡେଣ୍ଟ ମଧ୍ୟ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri