ଛତୁଆ, ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡଡୁମୁଳା ପଞ୍ଚାୟତ ଝଗଡ଼ାପଲ୍ଲୀ ଗାଁରେ ଶିଶୁଙ୍କ ଡ୍ରେସ, ଅଣ୍ଡା, ଛତୁଆ ଓ ଚାଉଳ ବଣ୍ଟନରେ ଅନିୟମିତତା ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେମାନେ ଦିଗପହଣ୍ଡି ସିଡିପିଓଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ବି କିଛି ସୁଫଳ ମିଳୁନି। ଏ ନେଇ ଗ୍ରାମବାସୀ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଗତ ୨ ତାରିଖରେ ଶିଶୁଙ୍କ ପାଇଁ ଆସିଥିବା ଚାଉଳ ଅନ୍ୟ ଜଣଙ୍କୁ ବିକ୍ରି କରାଯାଉଥିଲା। ଏହା ଜାଣିପାରି ଗ୍ରାମବାସୀ ଉକ୍ତ ବ୍ୟକ୍ତଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ଏହାର ଫଟୋ ଉଠାଇ ପ୍ରମାଣପତ୍ର ଦିଗପହଣ୍ଡି ସିଡିପିଓଙ୍କୁ ଦେଇ ଅବଗତ କରିଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଇ ନ ଥିଲା। ତୁରନ୍ତ ଉକ୍ତ କର୍ମୀଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ ପନ୍ଥା ଗ୍ରହଣ କରିବୁ ବୋଲି ଗ୍ରାମବାସୀ କହିଛନ୍ତି। ଏ ଘଟଣାର ତଦନ୍ତ କରାଯିବ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri