ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍‌ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର ଏହା କାର୍ଯ୍ୟକ୍ଷମ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡ୍ଡୀ, ସୁପରିଟେଣ୍ଡେଣ୍ଟ କେ ପାତ୍ର, କ୍ଲବର ନିରଞ୍ଜନ ପାତ୍ର, ପ୍ରସନ୍ନ ପତି, ପ୍ରଫୁଲ୍ଲ ପଟ୍ଟନାୟକ, କେ. ବାସୁଦେବ ରାଓ, ସୁରଜିତ ସାମନ୍ତରାୟ, ରେଖା ମହାନ୍ତି, ପି.ଚନ୍ଦ୍ରଶେଖର, ଭି. ତ୍ରିନାଥ ରାଓ, ବିଘ୍ନେଶ୍ୱର ରଥ, ଧୀରେନ୍ଦ୍ର ନାଥ ପଣ୍ଡା, କୀର୍ତ୍ତିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri